ମାର୍ଶାଘାଇ, ୨୪ ।୧୨ : ମାର୍ଶାଘାଇ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୩୧ ତମ ବାର୍ଷିକ ଉତ୍ସବ ସୋମବାର ସଂଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷାବିକାଶ ସମିତି ର ସଂଭାଗ ସଦସ୍ୟ ସାରଦା ପ୍ରସନ୍ନ ମିଶ୍ର, କେନ୍ଦ୍ରାପଡା ଜିଲ୍ଲା ଶାରିରୀକ ଶିକ୍ଷା ନିରୀକ୍ଷକ ଦିନେଶ ଦେବନାଥ, ମାର୍ଶାଘାଇ ମହାବିଦ୍ୟାଳୟର ପ୍ରାଧ୍ୟାପକ ଡ. ଅମୀୟ କୁମାର ଜେନା ଅତିଥି ଭାବେ ଯୋଗ ଦେଇଥିଲେ । ପ୍ରଧାନ ଆଚାର୍ଯ୍ୟ ରମାକାନ୍ତ ବେଉରା ସ୍ୱାଗତ ଭାଷଣ ଏବଂ ଅତିଥି ପରିଚୟ ପ୍ରଦାନ କରିଥିଲ ।

Comments
Post a Comment