୍ଡ ସୁଶାନ୍ତ ମିଶ୍ରଙ୍କୁ ରାଜ୍ୟ ସମ୍ପାଦକ ଦାୟୀତ୍ୱ
୍ଡ ଉରକୁଳ ତାଣ୍ଡି ହେଲେ ଅନୁସୁଚିତ ଜାତି ମୋର୍ଚ୍ଚାର ରାଜ୍ୟ ଉପସଭାପତି
୍ଡ ତିଳୋତମା ନାୟକଙ୍କୁ ରାଜ୍ୟ ମହିଳା ମୋର୍ଚ୍ଚାର ଉପ ସଭାନେତ୍ରୀ ଦାୟୀତ୍ୱ
୍ଡ ଶିଶିର ମିଶ୍ର ହେଲେ ହିଜିଂଳି ନିର୍ବାଚନ ମଣ୍ଡଳିର ସଂଯୋଜକ
ଭୁୁବନେଶ୍ୱର, ତା.୨୬/୦୩: ସାଧାରଣ ନିର୍ବାଚନ ପୂର୍ବରୁ ସାଂଗଠନିକ କାର୍ଯ୍ୟକୁ ଅଧିକ କ୍ରିୟାଶୀଳ କରିବା ପାଇଁ ସୁଶାନ୍ତ ମିଶ୍ରଙ୍କୁ ରାଜ୍ୟ ସମ୍ପାଦକ, ଉରକୁଳ ତାଣ୍ଡିଙ୍କୁ ଅନୁସୁଚିତ ଜାତି ମୋର୍ଚ୍ଚାର ରାଜ୍ୟ ଉପସଭାପତି, ତିଳୋତମା ନାୟକଙ୍କୁ ରାଜ୍ୟ ମହିଳା ମୋର୍ଚ୍ଚାର ଉପ ସଭାନେତ୍ରୀ, ଶିଶିର ମିଶ୍ରଙ୍କୁ ହିଜିଂଳି ନିର୍ବାଚନ ମଣ୍ଡଳିର ସଂଯୋଜକ ଭାବେ ରାଜ୍ୟ ସଭାପତି ଶ୍ରୀ ବସନ୍ତ କୁମାର ପଣ୍ଡା ଘୋଷଣା କରିଛନ୍ତି ବୋଲି ଏକ ପ୍ରେସ ବିବୃତିରେ ରାଜ୍ୟ ଗଣମା୍ମମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।
Comments
Post a Comment