ଭୁବନେଶ୍ୱର: ପଞ୍ଚମ ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଶୁକ୍ରବାର ପ୍ରତ୍ୟୁଷରେ ଭୁବନେଶ୍ୱର ଜନତା ମଇଦାନ ଠାରେ ଓଡିଶା ଯୋଗ ମହୋତ୍ସବ ସମିତି ପକ୍ଷରୁ ଯୋଗ ଦିବସ ପାଳନ କରାଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏବଂ ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଜନତା ମଇଦାନରେ ହଜାର ହଜାର ସଂଖ୍ୟାରେ ଛାତ୍ରଛାତ୍ରୀ , ଯୁବକ, ମହିଳା ଓ ବୟସ୍କ ମାନେ ଉପସ୍ଥିତ ରହି ଯୋଗ କରିଥିଲେ ।

Comments
Post a Comment