ରାୟଗଡା, ୨୬ ।୮ : ରାୟଗଡା ନଗର ପକ୍ଷରୁ ବିଶ୍ୱ ହିନ୍ଦୁ ପରିଷଦର ପ୍ରତିଷ୍ଠା ଦିବସ ଓ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ସ୍ଥାନୀୟ ଏକଇ କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ରାୟଗଡା ନଗର ସଭାପତି ରାଜେନ୍ଦ୍ର ସାହୁ ସଭାପତିତ୍ୱ କରିଥିଲେ । ନଗର ସମ୍ପାଦକ ପ୍ରଫୁଲ ପରିଜା ଅତିଥି ପରିଚୟ ପ୍ରଦାନ କରିଥିଲେ । ଓଡ଼ିଶା ପଶ୍ଚିମ ପ୍ରାନ୍ତର ଧର୍ମାଚାର୍ଯ୍ୟ ସମ୍ପର୍କ ପ୍ରମୁଖ ସୁଦର୍ଶନ ଦାସ ଏବଂ ରାଷ୍ଟ୍ରୀୟ ସ୍ୱଂୟସେବକ ସଂଘର ପ୍ରଚାରକ ମହାଦେବ ବେହେରା ବିଶ୍ୱ ହିନ୍ଦୁ ପରିଷଦର ସ୍ଥାପନା ଓ ଉଦ୍ଦେଶ୍ୟ ବିଷୟରେ ଆଲୋକପାତ କରିଥିଲେ ।

Comments
Post a Comment